ଗୀତସଂହିତା 57 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି ।

1 2 3 4 5 6 7 8 9 10 11