ଗୀତସଂହିତା 63 : 1 (ORV)
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ ।

1 2 3 4 5 6 7 8 9 10 11