ଗୀତସଂହିତା 65 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ ।

1 2 3 4 5 6 7 8 9 10 11 12 13