ଗୀତସଂହିତା 85 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ ।

1 2 3 4 5 6 7 8 9 10 11 12 13