ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1 : 7 (ORV)
ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ, ଆମେନ୍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20