ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10 : 9 (ORV)
ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି । ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ ।

1 2 3 4 5 6 7 8 9 10 11