ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13 : 1 (ORV)
(12:18) ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା । (1) ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ ।

1 2 3 4 5 6 7 8 9 10 11 12 13 14 15 16 17 18