ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15 : 4 (ORV)
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।

1 2 3 4 5 6 7 8