ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4 : 1 (ORV)
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।

1 2 3 4 5 6 7 8 9 10 11