ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5 : 13 (ORV)
ଆଉ ମୁଁ ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା, ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।

1 2 3 4 5 6 7 8 9 10 11 12 13 14