ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10 : 20 (ORV)
ତାହାପରେ ଯିଶାଇୟ ସାହସରେ କହନ୍ତି, ‘ଯେଉଁମାନେ ଆମ୍ଭର ଅନ୍ଵେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।ʼ

1 2 3 4 5 6 7 8 9 10 11 12 13 14 15 16 17 18 19 20 21