ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 12 (ORV)
ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25