ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5 : 18 (ORV)
ଅତଏବ, ଜଣକର ଅପରାଧର ଫଳ ସ୍ଵରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ତାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ଵରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21