ରୂତର ବିବରଣ 2 : 20 (ORV)
ଏଥିରେ ନୟମୀ ଆପଣା ପୁତ୍ରବଧୂକୁ କହିଲା, ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ । ନୟମୀ ଆହୁରି କହିଲା, ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23