ଯିଖରିୟ 10 : 6 (ORV)
ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫ-ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ଵାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବାା ।

1 2 3 4 5 6 7 8 9 10 11 12