ସିଫନିୟ 1 : 18 (ORV)
ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18