ସିଫନିୟ 1 : 13 (ORV)
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18