ସିଫନିୟ 2 : 4 (ORV)
କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ ।

1 2 3 4 5 6 7 8 9 10 11 12 13 14 15