ସିଫନିୟ 2 : 7 (ORV)
ଆଉ, ସେହି ସମୁଦ୍ରକୂଳ ଯିହୁଦା-ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ସେମାନଙ୍କର ତତ୍ତ୍ଵାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବେ ।

1 2 3 4 5 6 7 8 9 10 11 12 13 14 15