ORV
7. ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
IRVOR
7. ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN