ORV
22. ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ଵରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତିପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ଵାରା ପ୍ରତ୍ୟାଦେଶ ପାଇଅଛନ୍ତି ।
IRVOR
22. ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN