ORV
10. ଯେତେବେଳେ ସେମାନେ ପ୍ରଥମ ଓ ଦ୍ଵିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ଵାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ଵାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ତର ଶେଷ ମୁଣ୍ତ ଯାଏ ଗଲେ, ପୁଣି ସେହିକ୍ଷଣି ସେହି ଦୂତ ତାଙ୍କଠାରୁ ଅନ୍ତର ହୋଇଗଲେ ।
IRVOR
10. ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN