ORV
11. ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାକୁ ଘୋଡ଼ାଇ ପକାଇଲା, ତେଣୁ ତାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେତେଣେ ଦରାଣ୍ତି ଲୋକ ଖୋଜିବାକୁ ଲାଗିଲା ।
IRVOR
11. ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN