ORV
43. ସଭା ସାଙ୍ଗ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ଵୀ ବିଜାତୀୟମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ଵରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
IRVOR
43. ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN