ORV
3. ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ମୁଁ ଏହି ନଗରରେ ଲାଳିତପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ଆପଣମାନେ ସମସ୍ତେ ଆଜି ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ଵରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
IRVOR
3. ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN