ORV
8. ଆଉ, ସେ ତାଙ୍କୁ ସୁନ୍ନତବିଧି ପ୍ରଦାନ କଲେ, ପୁଣି ତଦନୁସାରେ ଅବ୍ରହାମ ଯିସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାଙ୍କୁ ସୁନ୍ନତ କଲେ; ଯିସ୍ହାକ ଯାକୁବଙ୍କୁ, ପୁଣି ଯାକୁବ ଦ୍ଵାଦଶ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।
IRVOR
8. ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN