ORV
28. ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରା; ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ । ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି ।
IRVOR
28. ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋ’ ପ୍ରତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋ’ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN