ORV
16. ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି ।
IRVOR
16. ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN