ORV
10. ଗୋ ଆମ୍ଭର ମାତଃ, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଶାପ ଦିଅନ୍ତି ।
IRVOR
10. ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN