ORV
20. ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ ।
IRVOR
20. ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN