ORV
26. ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ । ଆମ୍ଭେ ସେମାନଙ୍କୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା ।
IRVOR
26. ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN