ORV
1. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା ।
IRVOR
1. ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ [* ଲେବ କାମାଇ କିମ୍ବା ମୋ’ର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ] ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN