ORV
24. ଆଉ ସେମାନେ ଖଡ଼୍ଗଧାରରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ବିଜାତି ମଧ୍ୟକୁ ନୀତ ହେବେ, ପୁଣି ବିଜାତିମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦ ଦଳିତ ହୋଇ ରହିବ ।
IRVOR
24. ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN