ORV
29. କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି ଲୋକେ ତାହାଙ୍କୁ ଜଞ୍ଜିର ଓ ବେଡ଼ିରେ ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ତାଇ ପକାଇ ଭୂତ ଦ୍ଵାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।
IRVOR
29. କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN