ORV
17. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
IRVOR
17. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN