ORV
15. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ଵୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇଗୁଣ ନରକପାତ୍ର କରୁଥାଅ ।
IRVOR
15. ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN