ORV
3. ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।
IRVOR
3. ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN