ORV
20. ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନ; ଶକ୍ତି ଓ ଈଶ୍ଵରତ୍ଵ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ଵାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
IRVOR
20. ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN