ORV
3. ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ ।
IRVOR
3. ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN