ORV
40. ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି ଲାବନର ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା ।
IRVOR
40. ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN