ORV
27. ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ । ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?
IRVOR
27. ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN