ORV
21. ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା । ସେଥିରେ ଗୃହକର୍ତ୍ତା କ୍ରୋଧାନ୍ଵିତ ହୋଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ତ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ଘେନିଆସ ।
IRVOR
21. ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହି ସବୁ ଜଣାଇଲା । ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN