ORV
10. ଆଉ, କୃଷକମାନେ ଯେପରି ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ ।
IRVOR
10. ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN