ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
35. ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ ।

IRVOR
35. ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 56 Verses, Current Verse 35 of Total Verses 56
  • ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ ।
  • IRVOR

    ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ ।
Total 56 Verses, Current Verse 35 of Total Verses 56
×

Alert

×

oriya Letters Keypad References