ORV
16. ଆଉ, ସେ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ସେହିସବୁ ଆଶୀର୍ବାଦ କଲେ, ପୁଣି ଭାଙ୍ଗି ଲୋକସମୂହକୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ ।
IRVOR
16. ଆଉ, ସେ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହି ସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN