ORV
20. ଆଉ, ସେହି ଚାରିହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତା ଭଙ୍ଗା ଖଣ୍ତ ଉଠାଇ ନେଇଥିଲ? ସେମାନେ କହିଲେ, ସାତ ବେତା ।
IRVOR
20. ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତାଗୁଡିକ ଭଙ୍ଗା ଖଣ୍ଡ ଉଠାଇନେଇଥିଲ ? ସେମାନେ କହିଲେ, ସାତ ଟୋକେଇ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN