ORV
3. ପରେ ସେ ଜୀତପର୍ବତ ଉପରେ ବସନ୍ତେ, ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
IRVOR
3. (ମାର୍କ 13:3-13; ଲୂକ 21:7-19) ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN