ORV
28. ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ଵା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ଵର ମୋତେ ଦେଖାଇଅଛନ୍ତି ।
IRVOR
28. ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN