ORV
13. ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା ।
IRVOR
13. ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN