ORV
30. ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼ ପୁଣି ଏହି ଗୋଷ୍ଠୀୟ ଲୋକମାନେ କିରୂପେ ଆପଣା ଆପଣା ଦେବତାଗଣର ସେବା କରନ୍ତି, ଆମ୍ଭେ ମଧ୍ୟ ସେହି ରୂପେ କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ଵେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
IRVOR
30. ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି ‘ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି ? ଆମ୍ଭେ ମଧ୍ୟ ସେହିପରି କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN